Sruti Soujanya କାଳିଆ ତୋ ସହିତ ଅଛନ୍ତି - Wonderful Singing - Mun Bi Namita Agrawal Hebi - Sidharrth TV

Sruti Soujanya କାଳିଆ ତୋ ସହିତ ଅଛନ୍ତି - Wonderful Singing -  Mun Bi Namita Agrawal Hebi - Sidharrth TV

Click the link below to watch the original song of Namita Agrawal
https://youtu.be/C9VZq4EBp_8
Song: Pidha Pakei - Album: Kala Madhaba - Music Label: Sidharth Music
Lyrics: Sirsanadan Das Kanungo - Music Director: Manmatha Mishra
Singer: Namita Agrawal
----------------------------------------------------------------------------------------------------------------------
Sidharrth TV ର ନିଆରା Singing Reality Show "ମୁଁ ବି ନମିତା ଅଗ୍ରୱାଲ ହେବି" ଖୁବ୍ କମ୍ ଦିନ ଭିତରେ ଓଡ଼ିଶାର ଘରେ ଘରେ ସଙ୍ଗୀତ ପ୍ରତି ଏକ ନୂଆ ଆକର୍ଷଣ ସୃଷ୍ଟି କରିବା ସହିତ ସବୁଠୁ ଲୋକପ୍ରିୟ Reality Show ରୂପେ ପ୍ରତିଷ୍ଠିତ ହୋଇପାରିଛି I Audition Round, Mega ଓ Super Mega Audition Round ପରେ ଏବେ ଆରମ୍ଭ ହୋଇଯାଇଛି Studio Round, ଯେଉଁଥିରେ ଶ୍ରେଷ୍ଠ ୨୪ ଜଣ ଗାୟକଙ୍କ ଭିତରେ Show ର Winner Crown ପିନ୍ଧିବାକୁ ପ୍ରତିଯୋଗିତା ଚାଲିଛି. ଏହି Studio Round ରେ ଗାୟିକା ମାନଙ୍କୁ ଉତ୍ସାହିତ କରିବା ପାଇଁ ନିଜେ ନମିତା ଅଗ୍ରୱାଲଙ୍କ ସହିତ ମହା Judge ରୂପେ ଉପସ୍ଥିତ ରହୁଛନ୍ତି ଭଜନ ସାମ୍ରାଜ୍ଞୀ ଶାନ୍ତିଲତା ବାରିକ I ଏହି ସୋ'ର ଆରମ୍ଭରୁ ବିଚାରକ ଭାବେ ମନ୍ମଥ ମିଶ୍ର , ଗୀତା ଦାସ, ଶ୍ରୀକାନ୍ତ ଗୌତମ ରହି ଆସିଥିବା ବେଳେ ଅନ୍ୟତମ ବିଚାରକ ଭାବରେ ଦେଖିବାକୁ ମିଳୁଛି ବିଶିଷ୍ଟ ଗାୟକ ସୁବାସ ଦାସଙ୍କୁ , ଏଥି ସହ ନୂଆପିଢ଼ି ର ଲୋକପ୍ରିୟ ଗାୟିକା ଅନ୍ତରା, ପ୍ରଜ୍ଞା, ଦୀପ୍ତି, ଅର୍ପିତା ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ପିଲାଦିନରୁ ସେମାନଙ୍କ ଉପରେ ନମିତା ଅଗ୍ରୱାଲଙ୍କ ଗୀତର ପ୍ରଭାବ ସମ୍ପର୍କ ରେ ସ୍ମୃତି ଚାରଣ କରିବା ସହିତ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ନମିତା Madamଙ୍କ ଭଜନ ଗାନ କରୁଛନ୍ତି I ନୂଆ ଗାୟିକା ମାନଙ୍କୁ ଆବିଷ୍କାର କରି ସେମାନଙ୍କ ପ୍ରତିଭା ର ବିକାଶ କରାଇ ଓଡିଶାର ସଙ୍ଗୀତ ଜଗତକୁ ନୂଆ ସ୍ଵରରେ ସମୃଦ୍ଧ କରାଇବା ନିମନ୍ତେ ସୀତାରାମ ଅଗ୍ରୱାଲଙ୍କ ଏହି ପରିକଳ୍ପନା ସଙ୍ଗୀତ କ୍ଷେତ୍ରରେ ନୂଆ ଉନ୍ମାଦନା ସୃଷ୍ଟି କରିଛି ...

TV ପରଦାରେ ଦେଖିଲେ ଗୀତ ଏବଂ ଫୁଲ Episode ଆହୁରି ଭଲ ଲାଗିବ I
SIDHARRTH ର ସମସ୍ତ ତିନୋଟି ଚ୍ୟାନେଲ୍ ଏବେ Hathway, SITI, EM Digital, ORTEL, GTPL-KCBPL ଏବଂ ଅଧିକାଂଶ Cable ରେ ମିଳୁଛି, ଅନ୍ୟ Platform ରେ ଦେଖିବା ପାଇଁ Call କରନ୍ତୁ - Tata Sky- 18002086633, Airtel- 18001036065, Sun TV - 18001237575, Dish TV - 9501795017, Videocon D2H- 9115691156, NXT Digital- 18602120400

Sidharrth TV Network ର ୩ଟି ଚ୍ୟାନେଲ୍ “Sidharrth TV”, “Sidharth Bhakti” ଓ “Sidharth Gold” ମାସିକ ମାତ୍ର ୧୬* ଟଙ୍କାରେ (taxes as applicable) ନିଜ Cable/DTH ଅପରେଟରଙ୍କୁ Call କରି Subscribe କରନ୍ତୁ I ଚ୍ୟାନେଲ୍ ପାଇବାରେ ଅସୁବିଧା ସମ୍ମୁଖୀନ ହେଉଥିଲେ କଲ୍ କରନ୍ତୁ: 6372804618.
-----------------------------------------------------------------------------------------
Subscribe us on YouTube to watch clippings & promos of our All Television Channels :
👉 SidharthTV: http://www.youtube.com/c/SidharthTV
👉 Sidharth Bhakti : https://www.youtube.com/c/SidharthBhakti
👉 Sidharth Gold : http://www.youtube.com/c/SidharthGold
-----------------------------------------------------------------
Enjoy & stay connected with us!
👉 Like us on Facebook : https://www.facebook.com/SidharthTVofficial/
👉 Follow us on Twitter : https://twitter.com/sidharth_tv
👉 Follow us on Instagram : https://www.instagram.com/sidharthtvofficial/
-----------------------------------------------------------------
#SidharthTV #MunBiNamitaAgrawalHebi#SidharthBhakti #SidharthGold #SidharrthTV#SidharthMusic #NamitaAgrawal #SitaramAgrawal

sidharth tvsidharrth tvsidharth tv odia channel live

Post a Comment

0 Comments